ଲୂକ ଲିଖିତ ସୁସମାଚାର 15:10 - ଓଡିଆ ବାଇବେଲ10 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେ ମନପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ୱରଙ୍କ ଦୂତମାନଙ୍କ ଆଗରେ ଆନନ୍ଦ ହୁଏ । Viz kapitolaପବିତ୍ର ବାଇବଲ (Re-edited) - (BSI)10 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହିପ୍ରକାରେ ଯେ ମନ ପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ଵରଙ୍କ ଦୂତମାନଙ୍କ ସମ୍ମୁଖରେ ଆନନ୍ଦ ହୁଏ। Viz kapitolaପବିତ୍ର ବାଇବଲ (CL) NT (BSI)10 ମୁଁ ତୁମ୍ଭମାନଙ୍କୁ କହୁଛି, ସେହି ପ୍ରକାରେ ଜଣେ ପାପୀ ଅନୁତାପ କଲେ, ସ୍ୱର୍ଗଦୂତମାନେ ମଧ୍ୟ ଆନନ୍ଦ କରନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ବରଙ୍କ ଦୂତମାନଙ୍କ ଆଗରେ ଆନନ୍ଦ ହୁଏ।” Viz kapitolaପବିତ୍ର ବାଇବଲ10 ସେହିଭଳି ଜଣେ ପାପୀ ତା’ ହୃଦୟ ପରିବର୍ତ୍ତନ କଲେ, ପରମେଶ୍ୱରଙ୍କ ଦୂତମାନେ ବହୁତ ଆନନ୍ଦିତ ହୁଅନ୍ତି।” Viz kapitola |