ଲୂକ ଲିଖିତ ସୁସମାଚାର 15:14 - ଓଡିଆ ବାଇବେଲ14 କିନ୍ତୁ ସମସ୍ତ ଅପବ୍ୟୟ କଲା ପରେ ସେ ଦେଶରେ ମହାଦୁର୍ଭିକ୍ଷ ପଡ଼ିବାରୁ ତାହାର ଅଭାବ ହେବାକୁ ଲାଗିଲା । Viz kapitolaପବିତ୍ର ବାଇବଲ (Re-edited) - (BSI)14 କିନ୍ତୁ ସମସ୍ତ ଅପବ୍ୟୟ କଲା ପରେ ସେ ଦେଶରେ ମହାଦୁର୍ଭିକ୍ଷ ପଡ଼ିବାରୁ ତାହାର ଅଭାବ ହେବାକୁ ଲାଗିଲା। Viz kapitolaପବିତ୍ର ବାଇବଲ (CL) NT (BSI)14 କାଳକ୍ରମେ ତା’ର ଟଙ୍କା ସବୁ ଶେଷ ହୋଇଗଲା। ସେହି ସମୟରେ ଦେଶରେ ଦୁର୍ଭିକ୍ଷ ପଡ଼ିଲା ଏବଂ ସେ ଘୋର ଅଭାବର ସମ୍ମୁଖୀନ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କିନ୍ତୁ ସମସ୍ତ ଅପବ୍ୟୟ କଲା ପରେ ସେ ଦେଶରେ ମହାଦୁର୍ଭିକ୍ଷ ପଡ଼ିବାରୁ ତାହାର ଅଭାବ ହେବାକୁ ଲାଗିଲା। Viz kapitolaପବିତ୍ର ବାଇବଲ14 ସବୁତକ ସାରିଦେଲା ପରେ, ସେହି ଦେଶରେ ଗ୍ଭରିଆଡ଼େ ଭୟଙ୍କର ଦୁର୍ଭିକ୍ଷ ପଡ଼ିଲା। ତାକୁ ଅଭାବ ଭିତରେ ଉପାସରେ ରହିବାକୁ ପଡ଼ିଲା। ତା'ର ଟଙ୍କା ଦରକାର ପଡ଼ିଲା। Viz kapitola |