ଲୂକ ଲିଖିତ ସୁସମାଚାର 15:16 - ଓଡିଆ ବାଇବେଲ16 ପୁଣି, ଘୁଷୁରିମାନେ ଯେଉଁ ଶିମ ଖାଉଥିଲେ, ସେଥିରେ ସେ ଆପଣା ପେଟ ପୁରାଇବାକୁ ଇଚ୍ଛା କରୁଥିଲା, କିନ୍ତୁ କେହି ତାହାକୁ ଦେଉ ନ ଥିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)16 ପୁଣି, ଘୁଷୁରିମାନେ ଯେଉଁ ଶିମ ଖାଉଥିଲେ, ସେଥିରେ ସେ ଆପଣା ପେଟ ପୂରାଇବାକୁ ବାଞ୍ଛା କରୁଥିଲା, କିନ୍ତୁ କେହି ତାହାକୁ କିଛି ଦେଉ ନ ଥିଲେ। Viz kapitolaପବିତ୍ର ବାଇବଲ (CL) NT (BSI)16 ଘୁଷୁରିମାନେ ଖାଉଥିବା ଶିମ୍ବ ଖାଇ ସେ ପେଟ ପୂରାଇବାକୁ ଇଚ୍ଛା କଲା, କିନ୍ତୁ କେହିହେଲେ ତାକୁ କିଛି ଖାଇବାକୁ ଦେଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ଘୁଷୁରିମାନେ ଯେଉଁ ଶିମ ଖାଉଥିଲେ, ସେଥିରେ ସେ ଆପଣା ପେଟ ପୁରାଇବାକୁ ବାଞ୍ଛା କରୁଥିଲା, କିନ୍ତୁ କେହି ତାହାକୁ କିଛି ଦେଉ ନ ଥିଲେ। Viz kapitolaପବିତ୍ର ବାଇବଲ16 ତାହାକୁ ଏତେ ଭୋକ ଲାଗୁଥିଲା ଯେ ସେ ଘୁଷୁରିମାନେ ଖାଉଥିବା ଖାଦ୍ୟରୁ କିଛି ଖାଇବାକୁ ଇଚ୍ଛା କଲା କିନ୍ତୁ ତାହା ମଧ୍ୟ କେହି ତାହାକୁ ଦେଲେ ନାହିଁ। Viz kapitola |