ଲୂକ ଲିଖିତ ସୁସମାଚାର 15:18 - ଓଡିଆ ବାଇବେଲ18 ମୁଁ ଉଠି ମୋର ବାପାଙ୍କ ପାଖକୁ ଯିବି ଓ ତାହାଙ୍କୁ କହିବି, ବାପା, ଈଶ୍ୱରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି; Viz kapitolaପବିତ୍ର ବାଇବଲ (Re-edited) - (BSI)18 ମୁଁ ଉଠି ମୋର ବାପାଙ୍କ ପାଖକୁ ଯିବି ଓ ତାଙ୍କୁ କହିବି, ବାପା, ଈଶ୍ଵରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି; Viz kapitolaପବିତ୍ର ବାଇବଲ (CL) NT (BSI)18 ମୁଁ ବାପାଙ୍କ ନିକଟକୁ ଯିବି ଓ କହିବି, ବାପା, ମୁଁ ଈଶ୍ୱରଙ୍କ ବିରୁଦ୍ଧରେ ଦୋଷ କରିଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମୁଁ ଉଠି ମୋହର ବାପାଙ୍କ ପାଖକୁ ଯିବି ଓ ତାହାଙ୍କୁ କହିବି, ବାପା, ଈଶ୍ବରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି; Viz kapitolaପବିତ୍ର ବାଇବଲ18 ମୁଁ ଏ ସ୍ଥାନ ଛାଡ଼ି ମୋ’ ବାପାଙ୍କ ପାଖକୁ ଫେରିଯିବି।’ ମୁଁ ତାହାଙ୍କୁ କହିବି, ‘ବାପା, ମୁଁ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ ପାପ କରିଛି। Viz kapitola |