Online Bible

- Reklamy -




ଲୂକ ଲିଖିତ ସୁସମାଚାର 15:30 - ଓଡିଆ ବାଇବେଲ

30 କିନ୍ତୁ ତୁମ୍ଭର ଏହି ଯେଉଁ ପୁଅ ବେଶ୍ୟାମାନଙ୍କ ସହିତ ତୁମ୍ଭର ସବୁ ଧନ ଖାଇ ଉଡ଼ାଇ ଦେଇଅଛି, ଯେତେବେଳେ ସେ ଆସିଲା, ସେତେବେଳେ ତୁମ୍ଭେ ତାହା ପାଇଁ ମୋଟା ବାଛୁରିଟି ମାରିଲ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 କିନ୍ତୁ ତୁମ୍ଭର ଏହି ଯେଉଁ ପୁଅ ବେଶ୍ୟାମାନଙ୍କ ସହିତ ତୁମ୍ଭର ସର୍ବସ୍ଵ ଖାଇ ଉଡ଼ାଇ ଦେଇଅଛି, ଯେତେବେଳେ ସେ ଆସିଲା, ସେତେବେଳେ ତୁମ୍ଭେ ତାହା ପାଇଁ ମୋଟା ପଶୁଟି ମାରିଲ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

30 କିନ୍ତୁ ଯେଉଁ ପୁଅ ତୁମର ସମସ୍ତ ସମ୍ପତ୍ତି ବେଶ୍ୟାମାନଙ୍କ ପଛରେ ଉଡ଼ାଇଲା, ସେ ଘରକୁ ଫେରି ଆସିବାରୁ ତୁମେ ତା’ ପାଇଁ ହୃଷ୍ଟପୁଷ୍ଟ ବାଛୁରୀ ମାରିଛ!’ ବାପା ବୁଝାଇ କହିଲେ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 କିନ୍ତୁ ତୁମ୍ଭର ଏହି ଯେଉଁ ପୁଅ ବେଶ୍ୟାମାନଙ୍କ ସହିତ ତୁମ୍ଭର ସବୁ ଧନ ଖାଇ ଉଡ଼ାଇ ଦେଇଅଛି, ଯେତେବେଳେ ସେ ଆସିଲା, ସେତେବେଳେ ତୁମ୍ଭେ ତାହା ପାଇଁ ହୃଷ୍ଟ ପୃଷ୍ଟ ପଶୁଟି ମାରିଲ।

Viz kapitola kopírovat

ପବିତ୍ର ବାଇବଲ

30 କିନ୍ତୁ ତୁମ୍ଭର ଏହି ପୁଅଟି ତୁମ୍ଭର ସବୁତକ ସମ୍ପତ୍ତି ବେଶ୍ୟାମାନଙ୍କ ପାଇଁ ନଷ୍ଟ କରି ଦେଇଛି। ତା'ପରେ ସେ ଘରକୁ ଫେରି ଆସିଲା। ଆଉ ତା’ ପାଇଁ ତୁମ୍ଭେ ମୋଟା ବାଛୁରିଟିକୁ ମାରିଲ!’

Viz kapitola kopírovat




ଲୂକ ଲିଖିତ ସୁସମାଚାର 15:30

Následuj nás:

Reklamy


Reklamy