ଲୂକ ଲିଖିତ ସୁସମାଚାର 15:32 - ଓଡିଆ ବାଇବେଲ32 କିନ୍ତୁ ଏହି ଯେ ତୋହର ଭାଇଟି ମରିଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ ଥିଲା । Viz kapitolaପବିତ୍ର ବାଇବଲ (Re-edited) - (BSI)32 କିନ୍ତୁ ଏହି ଯେ ତୋହର ଭାଇଟି ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ ଥିଲା। Viz kapitolaପବିତ୍ର ବାଇବଲ (CL) NT (BSI)32 ତୋ’ ଭାଇଟି ମରି ଯାଇଥିଲା, କିନ୍ତୁ ଏବେ ବଞ୍ଚିଲା। ସେ ହଜି ଯାଇଥିଲା, ଏବେ ମିଳିଲା। ଏଥିପାଇଁ ଆମେ ଆନନ୍ଦ ଉତ୍ସବ କରୁଛୁ’।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 କିନ୍ତୁ ଏହି ଯେ ତୋହର ଭାଇଟି ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ୍ ଥିଲା।” Viz kapitolaପବିତ୍ର ବାଇବଲ32 କିନ୍ତୁ ତୋର ଏ ଭାଇ ମରିଯାଇଥିଲା। ଏବେ ସେ ପୁଣି ଜୀବନ ପାଇଲା। ସେ ହଜି ଯାଇଥିଲା, ଏବେ ସେ ମିଳିଲା। ସେଥିପାଇଁ ଆମ୍ଭେ ଖୁସୀ ହେବା ଓ ଭୋଜି କରିବା ଉଚିତ୍।’” Viz kapitola |