ଲୂକ ଲିଖିତ ସୁସମାଚାର 15:4 - ଓଡିଆ ବାଇବେଲ4 ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ , ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶତଙ୍କୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ ? Viz kapitolaପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ, ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶ୍ଵତଙ୍କୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ? Viz kapitolaପବିତ୍ର ବାଇବଲ (CL) NT (BSI)4 “ମନେକର, ତୁମ୍ଭମାନଙ୍କ ମଧ୍ୟରୁ ଜଣକର ଶହେଟି ମେଣ୍ଢା ଅଛି ଏବଂ ସେଥିରୁ ଗୋଟିଏ ହଜିଗଲା - ତେବେ ସେ କ’ଣ କରେ? ସେ ଅନ୍ୟ ଅନେଶ୍ୱତ ମେଣ୍ଢାଙ୍କୁ ପଡ଼ିଆରେ ଛାଡ଼ି, ହଜିଥିବା ମେଣ୍ଢାଟି ପାଇବା ପର୍ଯ୍ୟନ୍ତ ଖୋଜିବାକୁ ଯାଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 “ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ, ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶତକୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ? Viz kapitolaପବିତ୍ର ବାଇବଲ4 “ମନେକର ତୁମ୍ଭମାନଙ୍କ ଭିତରୁ ଜଣକର ଶହେଟି ମେଣ୍ଢା ଅଛି, କିନ୍ତୁ ସେଥିରୁ ଗୋଟିଏ ହଜିଗଲା। ତେବେ ସେ ଅନେଶ୍ୱତ ମେଣ୍ଢାଙ୍କୁ ଏକୁଟିଆ ଛାଡ଼ିଦେଇ ହଜି ଯାଇଥିବା ମେଣ୍ଢାଟିକୁ ଖୋଜିବା ପାଇଁ ବାହାରି ପଡ଼ିବ ଓ ତାକୁ ପାଇବା ପର୍ଯ୍ୟନ୍ତ ସେ ଖୋଜିବାକୁ ଲାଗିବ। Viz kapitola |