ଲୂକ ଲିଖିତ ସୁସମାଚାର 16:14 - ଓଡିଆ ବାଇବେଲ14 ଏହି ସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏହିସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ବିଦ୍ରୂପ କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (CL) NT (BSI)14 ଫାରୁଶୀମାନେ ଏହିସବୁ ଶୁଣିବା ପରେ ଯୀଶୁଙ୍କୁ ବିଦ୍ରୂପ କଲେ, କାରଣ ସେମାନେ ଧନ ପ୍ରତି ଆସକ୍ତ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏହିସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ14 ଫାରୂଶୀମାନେ ଏହିସବୁ କଥା ଶୁଣୁଥିଲେ। ଫାରୂଶୀମାନେ ନିଜ ଟଙ୍କାକୁ ଭଲ ପାଉଥିବାରୁ ଯୀଶୁଙ୍କୁ ସମାଲୋଚନା କଲେ। Viz kapitola |