ଲୂକ ଲିଖିତ ସୁସମାଚାର 16:18 - ଓଡିଆ ବାଇବେଲ18 ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ; ପୁଣି, ଯେ ସ୍ୱାମୀ ଦ୍ୱାରା ପରିତ୍ୟାଗ କରାଯାଇଥିବା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ । Viz kapitolaପବିତ୍ର ବାଇବଲ (Re-edited) - (BSI)18 ଯେକେହି ଆପଣା ସ୍ତ୍ରୀକି ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ; ପୁଣି, ଯେ ସ୍ଵାମୀ ଦ୍ଵାରା ପରିତ୍ୟକ୍ତା ସ୍ତ୍ରୀକି ବିବାହ କରେ, ସେ ବ୍ୟଭିଚାର କରେ। Viz kapitolaପବିତ୍ର ବାଇବଲ (CL) NT (BSI)18 “ଯେ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ; ଏବଂ ଯେ ଗୋଟିଏ ପରିତ୍ୟକ୍ତା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ; ପୁଣି, ଯେ ସ୍ୱାମୀ ଦ୍ୱାରା ପରିତ୍ୟାଗ କରାଯାଇଥିବା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ।” Viz kapitolaପବିତ୍ର ବାଇବଲ18 “ଯଦି ଜଣେ ପୁରୁଷ ନିଜ ପତ୍ନୀକୁ ଛାଡ଼ପତ୍ର ଦେଇ ଅନ୍ୟ ଜଣେ ସ୍ତ୍ରୀକୁ ବିବାହକରେ ତେବେ ସେହି ପୁରୁଷଟି ବ୍ୟଭିଗ୍ଭର ପାପରେ ଦୋଷୀ ସାବ୍ୟସ୍ତ ହେବ। ଏବଂ ଯେଉଁ ପୁରୁଷ ଜଣେ ପରିତ୍ୟକ୍ତା ସ୍ତ୍ରୀକୁ ବିବାହକରେ, ସେ ମଧ୍ୟ ବ୍ୟଭିଗ୍ଭର ପାପରେ ଦୋଷୀ ହେବ।” Viz kapitola |