ଲୂକ ଲିଖିତ ସୁସମାଚାର 16:2 - ଓଡିଆ ବାଇବେଲ2 ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି ? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)2 ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)2 ତେଣୁ ସେ ତାକୁ ଡ଼ାକି କହିଲେ, ‘ମୁଁ ତୁମ ବିଷୟରେ ଏ କ’ଣ ଶୁଣୁଛି? ତୁମେ ମୋ’ ସମ୍ପତ୍ତି ପରିଚାଳନାର ସମ୍ପୂର୍ଣ୍ଣ ହିସାବ ଦିଅ, ତୁମେ ଆଉ ମୋର ବେବର୍ତ୍ତା ହୋଇ ରହିପାରିବ ନାହିଁ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ। Viz kapitolaପବିତ୍ର ବାଇବଲ2 ଧନୀଲୋକ ଜଣକ ଗୁମାସ୍ତାଙ୍କୁ ଡାକି କହିଲେ, “ମୁଁ ତୁମ୍ଭ ବିରୁଦ୍ଧରେ ଅନେକ କଥା ଶୁଣୁଛି। ତୁମ୍ଭେ ଯାହାସବୁ କରିଛ, ତା'ର ହିସାବ ମୋତେ ଦିଅ। ଏଣିକି ତୁମ୍ଭେ ଆଉ ମୋର ଗୁମାସ୍ତା ହୋଇ ପାରିବ ନାହିଁ।’ Viz kapitola |