ଲୂକ ଲିଖିତ ସୁସମାଚାର 16:26 - ଓଡିଆ ବାଇବେଲ26 ତାହା ଛଡ଼ା ତୁମ ଓ ଆମ ମଧ୍ୟରେ ବହୁତ ବଡ଼ ବ୍ୟବଧାନ ଅଛି, ଯେପରି ଯେଉଁମାନେ ଏ ସ୍ଥାନରୁ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରନ୍ତି, ସେମାନେ ଯାଇ ପାରିବେ ନାହିଁ, କିମ୍ବା ସେ ସ୍ଥାନରୁ କେହି ଆମ୍ଭମାନଙ୍କ ନିକଟକୁ ପାର ହୋଇ ଆସି ପାରିବେ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)26 ତାହା ଛଡ଼ା ତୁମ ଆମ ମଧ୍ୟରେ ଅତି ବୃହତ୍ ବ୍ୟବଧାନ ଅବସ୍ଥିତ, ଯେପରି ଯେଉଁମାନେ ଏ ସ୍ଥାନରୁ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରନ୍ତି, ସେମାନେ ଯାଇ ପାରନ୍ତି ନାହିଁ, ପୁଣି ସେସ୍ଥାନରୁ କେହି ଆମ୍ଭମାନଙ୍କ ନିକଟକୁ ପାର ହୋଇ ଆସି ପାରନ୍ତି ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)26 ତା’ଛଡ଼ା ତୁମ ଆମ ମଧ୍ୟରେ ଏକ ବିରାଟ ଗହ୍ୱର ବ୍ୟବଧାନ ଅଛି, ତେଣୁ ଏଠାରୁ ତୋ’ ନିକଟକୁ କେହି ଇଚ୍ଛା କଲେ ମଧ୍ୟ ଯାଇ ପାରିବ ନାହିଁ, କିମ୍ବା ତୁ ଯେଉଁଠାରେ ଅଛୁ, ସେଠାରୁ କେହି ଆମ ନିକଟକୁ ଆସି ପାରିବେ ନାହିଁ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତାହା ଛଡ଼ା ତୁମ ଓ ଆମ ମଧ୍ୟରେ ବହୁତ ବଡ଼ ବ୍ୟବଧାନ ଅଛି, ଯେପରି ଯେଉଁମାନେ ଏ ସ୍ଥାନରୁ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରନ୍ତି, ସେମାନେ ଯାଇ ପାରିବେ ନାହିଁ, କିମ୍ବା ସେ ସ୍ଥାନରୁ କେହି ଆମ୍ଭମାନଙ୍କ ନିକଟକୁ ପାର ହୋଇ ଆସି ପାରିବେ ନାହିଁ।’ Viz kapitolaପବିତ୍ର ବାଇବଲ26 ତା’ ଛଡ଼ା ତୋର ଓ ଆମ୍ଭ ମଝିରେ ଗୋଟିଏ ବଡ଼ ଖାତ ଅଛି। ତୋତେ ସାହାଯ୍ୟ କରିବା ପାଇଁ ସେହି ଖାତକୁ କେହି ପାରି ହୋଇ ଯାଇ ପାରିବେ ନାହିଁ।’ ଏବଂ ସେହି ସ୍ଥାନ ଛାଡ଼ି କେହି ଏଠାକୁ ଆସି ପାରିବେ ନାହିଁ। Viz kapitola |