ଲୂକ ଲିଖିତ ସୁସମାଚାର 16:27 - ଓଡିଆ ବାଇବେଲ27 ସେଥିରେ ସେ କହିଲେ, ହେ ପିତା, ତାହାହେଲେ ମୁଁ ଆପଣଙ୍କୁ ଅନୁରୋଧ କରୁଅଛି, ତାହାକୁ ମୋହର ବାପାଙ୍କ ଘରକୁ ପଠାଉନ୍ତୁ, Viz kapitolaପବିତ୍ର ବାଇବଲ (Re-edited) - (BSI)27 ସେଥିରେ ସେ କହିଲା, ହେ ପିତା, ତାହାହେଲେ ମୁଁ ଆପଣଙ୍କୁ ଅନୁରୋଧ କରୁଅଛି, ତାହାକୁ ମୋର ପିତାଙ୍କ ଗୃହକୁ ପଠାଉନ୍ତୁ, Viz kapitolaପବିତ୍ର ବାଇବଲ (CL) NT (BSI)27 ଧନୀ ଲୋକଟି କହିଲା ‘ତେବେ ହେ ପିତା ଅବ୍ରାହମ, ମୁଁ ବିନତି କରୁଛି, ଲାଜାରକୁ ମୋର ବାପାଙ୍କ ଘରକୁ ପଠାନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସେଥିରେ ସେ କହିଲେ, ‘ହେ ପିତା, ତାହାହେଲେ ମୁଁ ଆପଣଙ୍କୁ ଅନୁରୋଧ କରୁଅଛି, ତାହାକୁ ମୋହର ବାପାଙ୍କ ଘରକୁ ପଠାଉନ୍ତୁ, Viz kapitolaପବିତ୍ର ବାଇବଲ27 “ଧନୀ ଲୋକ ଜଣକ କହିଲେ, ‘ତେବେ ପିତା, ଦୟାକରି ଲାଜାରକୁ ପୃଥିବୀରେ ଥିବା ମୋର ବାପାଙ୍କ ଘରକୁ ପଠାଅ। Viz kapitola |