ଲୂକ ଲିଖିତ ସୁସମାଚାର 16:30 - ଓଡିଆ ବାଇବେଲ30 ସେଥିରେ ସେ କହିଲେ, ହେ ପିତା ଅବ୍ରାହାମ, ତାହା ଯଥେଷ୍ଟ ନୁହେଁ, ମାତ୍ର ଯଦି ମୃତମାନଙ୍କ ପାଖରୁ ଜଣେ ସେମାନଙ୍କ ନିକଟକୁ ଯିବ, ତାହାହେଲେ ସେମାନେ ମନ ପରିବର୍ତ୍ତନ କରିବେ । Viz kapitolaପବିତ୍ର ବାଇବଲ (Re-edited) - (BSI)30 ସେଥିରେ ସେ କହିଲା, ହେ ପିତା ଅବ୍ରହାମ, ତାହା ଯଥେଷ୍ଟ ନୁହେଁ, ମାତ୍ର ଯଦି ମୃତମାନଙ୍କ ପାଖରୁ ଜଣେ ସେମାନଙ୍କ ନିକଟକୁ ଯିବ, ତାହାହେଲେ ସେମାନେ ମନ ପରିବର୍ତ୍ତନ କରିବେ। Viz kapitolaପବିତ୍ର ବାଇବଲ (CL) NT (BSI)30 ଧନୀ ଲୋକଟି ଉତ୍ତର ଦେଲା, ‘ହେ ପିତା ଅବ୍ରାହମ, ସେତିକି ଯଥେଷ୍ଟ ନୁହେଁ। କିନ୍ତୁ ଯଦି କେହି ମୃତ୍ୟୁରୁ ଉତ୍ଥିତ ହୋଇ ସେମାନଙ୍କ ନିକଟକୁ ଯିବ, ତେବେ ସେମାନେ ସେମାନଙ୍କ ପାପରୁ ମନ ଫେରାଇବେ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ସେଥିରେ ସେ କହିଲେ, ‘ହେ ପିତା ଅବ୍ରହାମ, ତାହା ଯଥେଷ୍ଟ ନୁହେଁ, ମାତ୍ର ଯଦି ମୃତମାନଙ୍କ ପାଖରୁ ଜଣେ ସେମାନଙ୍କ ନିକଟକୁ ଯିବ, ତାହାହେଲେ ସେମାନେ ମନ-ପରିବର୍ତ୍ତନ କରିବେ।’ Viz kapitolaପବିତ୍ର ବାଇବଲ30 ଧନୀ ଲୋକଟି କହିଲା, ‘ନା, ପିତା ଅବ୍ରହାମ! ଯଦି ମରି ଯାଇଥିବା ଲୋକମାନଙ୍କ ଭିତରୁ କେହି ଜଣେ ତାହାଙ୍କ ପାଖକୁ ଯାଏ, ତେବେ ସେମାନେ ବିଶ୍ୱାସ କରିବେ ଓ ସେମାନଙ୍କର ହୃଦୟ ଓ ଜୀବନକୁ ପରିବର୍ତ୍ତନ କରିବେ।’ Viz kapitola |