ଲୂକ ଲିଖିତ ସୁସମାଚାର 17:23 - ଓଡିଆ ବାଇବେଲ23 ଦେଖ, ଏଠାରେ ବା ସେଠାରେ ଲୋକେ ତୁମ୍ଭମାନଙ୍କୁ କହିବେ; କିନ୍ତୁ ତୁମ୍ଭେମାନେ ଯାଅ ନାହିଁ କିମ୍ବା ସେମାନଙ୍କର ଅନୁସରଣ କର ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)23 ଦେଖ, ସେଠାରେ, ଦେଖ, ଏଠାରେ ବୋଲି ଲୋକେ ତୁମ୍ଭମାନଙ୍କୁ କହିବେ; କିନ୍ତୁ ତୁମ୍ଭେମାନେ ଯାଅ ନାହିଁ କିମ୍ଵା ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)23 ଲୋକେ ତୁମ୍ଭମାନଙ୍କୁ କହିବେ, ‘ସେଠାରେ ଦେଖ’ ଅବା ‘ଏଠାରେ ଦେଖ।’ କିନ୍ତୁ ଏହା ଖୋଜିବା ପାଇଁ ବାହାରକୁ ଯାଅ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଦେଖ, ଏଠାରେ ବା ସେଠାରେ ଲୋକେ ତୁମ୍ଭମାନଙ୍କୁ କହିବେ; କିନ୍ତୁ ତୁମ୍ଭେମାନେ ଯାଅ ନାହିଁ କିମ୍ବା ସେମାନଙ୍କର ଅନୁସରଣ କର ନାହିଁ। Viz kapitolaପବିତ୍ର ବାଇବଲ23 ଲୋକମାନେ ତୁମ୍ଭମାନଙ୍କୁ କହିବେ, ‘ଦେଖ ତାହା ସେଠାରେ!’ ‘ଦେଖ, ତାହା ଏଠାରେ! କିନ୍ତୁ ତୁମ୍ଭେମାନେ ଯେଉଁଠି ଅଛ ସେହିଠାରେ ରୁହ। ବାହାରକୁ ଯାଇ ଖୋଜ ନାହିଁ। Viz kapitola |