ଲୂକ ଲିଖିତ ସୁସମାଚାର 17:24 - ଓଡିଆ ବାଇବେଲ24 କାରଣ ବିଜୁଳି ମାରି ଯେପରି ଆକାଶରୁ ଗୋଟିଏ ପାଖରୁ ଆରପାଖ ପର୍ଯ୍ୟନ୍ତ ଆଲୁଅ ଦିଏ, ମନୁଷ୍ୟପୁତ୍ର (ଯୀଶୁ) ଆପଣା ଦିନରେ ସେହିପରି ହେବେ । Viz kapitolaପବିତ୍ର ବାଇବଲ (Re-edited) - (BSI)24 କାରଣ ବିଜୁଳି ମାରି ଯେପରି ଆକାଶର ଗୋଟିଏ ପାଖରୁ ଆର ପାଖ ପର୍ଯ୍ୟନ୍ତ ଆଲୁଅ ଦିଏ, ମନୁଷ୍ୟପୁତ୍ର ଆପଣା ଦିନରେ ସେହିପରି ହେବେ। Viz kapitolaପବିତ୍ର ବାଇବଲ (CL) NT (BSI)24 ବିଜୁଳି ଯେପରି ଆକାଶରେ ତା’ର ଝଲକ ଦେଖାଏ ଓ ଆକାଶର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ଆଲୋକ ଖେଳାଇ ଦିଏ, ମନୁଷ୍ୟପୁତ୍ର ସେହି ଦିନ ସେହିପରି ଦେଖାଦେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 କାରଣ ବିଜୁଳି ମାରି ଯେପରି ଆକାଶରୁ ଗୋଟିଏ ପାଖରୁ ଆରପାଖ ପର୍ଯ୍ୟନ୍ତ ଆଲୁଅ ଦିଏ, ମନୁଷ୍ୟପୁତ୍ର ଆପଣା ଦିନରେ ସେହିପରି ହେବେ। Viz kapitolaପବିତ୍ର ବାଇବଲ24 “ମନୁଷ୍ୟପୁତ୍ରଙ୍କର ଫେରି ଆସିବା ସମୟ ତୁମ୍ଭେମାନେ ଜାଣି ପାରିବ। ଯେଉଁ ଦିନ ସେ ଫେରି ଆସିବେ, ସେ ଆକାଶରେ ଗୋଟିଏ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତର ପର୍ଯ୍ୟନ୍ତ ଉଜ୍ଜ୍ୱଳ ବିଜୁଳି ଝଲକିଲା ଭଳି ଦେଖାଯିବେ। Viz kapitola |