Online Bible

- Reklamy -




ଲୂକ ଲିଖିତ ସୁସମାଚାର 17:25 - ଓଡିଆ ବାଇବେଲ

25 ଅବଶ୍ୟ ଅନେକ ଦୁଃଖଭୋଗ କରିବାକୁ ହେବ ଓ ଏହି ବର୍ତ୍ତମାନ ପୁରୁଷ ଦ୍ୱାରା ଅଗ୍ରାହ୍ୟ ହେବାକୁ ହେବ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 କିନ୍ତୁ ପ୍ରଥମେ ତାହାଙ୍କୁ ଅବଶ୍ୟ ଅନେକ ଦୁଃଖଭୋଗ କରିବାକୁ ହେବ ଓ ଏହି ବର୍ତ୍ତମାନ ପୁରୁଷ ଦ୍ଵାରା ଅଗ୍ରାହ୍ୟ ହେବାକୁ ହେବ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

25 କିନ୍ତୁ ପ୍ରଥମେ ସେ ବହୁତ ଦୁଃଖ ଭୋଗ କରିବେ ଓ ଏହି ଯୁଗର ଲୋକମାନେ ତାଙ୍କୁ ଅଗ୍ରାହ୍ୟ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଅବଶ୍ୟ ଅନେକ ଦୁଃଖଭୋଗ କରିବାକୁ ହେବ ଓ ଏହି ବର୍ତ୍ତମାନ ପୁରୁଷ ଦ୍ୱାରା ଅଗ୍ରାହ୍ୟ ହେବାକୁ ହେବ।

Viz kapitola kopírovat

ପବିତ୍ର ବାଇବଲ

25 କିନ୍ତୁ ମନୁଷ୍ୟପୁତ୍ର ପ୍ରଥମେ ଅନେକ ଯନ୍ତ୍ରଣା ଭୋଗ କରିବେ ଏବଂ ବର୍ତ୍ତମାନର ଲୋକମାନଙ୍କ ଦ୍ୱାରା ହତ ହେବେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 17:25

Následuj nás:

Reklamy


Reklamy