Online Bible

- Reklamy -




ଲୂକ ଲିଖିତ ସୁସମାଚାର 17:29 - ଓଡିଆ ବାଇବେଲ

29 କିନ୍ତୁ ଲୋଟ ସଦୋମରୁ ବାହାରିଯିବା ଦିନ ଆକାଶରୁ ଅଗ୍ନି ଓ ଗନ୍ଧକ ଆସି ସମସ୍ତଙ୍କୁ ବିନାଶ କଲା ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 କିନ୍ତୁ ଲୋଟ ସଦୋମରୁ ବାହାରିଯିବା ଦିନ ଆକାଶରୁ ଅଗ୍ନି ଓ ଗନ୍ଧକ ବୃଷ୍ଟି ହୋଇ ସମସ୍ତଙ୍କୁ ବିନାଶ କଲା।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

29 ଯେଉଁ ଦିନ ଲୋଟ ସଦୋମ ପରିତ୍ୟାଗ କଲେ, ଆକାଶରୁ ଅଗ୍ନି ଓ ଗନ୍ଧକ ବୃଷ୍ଟି ହୋଇ ସମସ୍ତଙ୍କୁ ବିନାଶ କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 କିନ୍ତୁ ଲୋଟ ସଦୋମରୁ ବାହାରିଯିବା ଦିନ ଆକାଶରୁ ଅଗ୍ନି ଓ ଗନ୍ଧକ ଆସି ସମସ୍ତଙ୍କୁ ବିନାଶ କଲା।

Viz kapitola kopírovat

ପବିତ୍ର ବାଇବଲ

29 ଲୋଟ ନଗର ଛାଡ଼ି ଗ୍ଭଲିଯିବା ସମୟ ପର୍ଯ୍ୟନ୍ତ ମଧ୍ୟ ଲୋକମାନେ ଏସବୁ କାମ କରୁଥିଲେ। ତା'ପରେ ସେଠାରେ ଆକାଶରୁ ଅଗ୍ନି ଓ ଗନ୍ଧକ ବର୍ଷା ହେଲା ଓ ତାହା ସମସ୍ତଙ୍କୁ ମାରି ଦେଲା।

Viz kapitola kopírovat




ଲୂକ ଲିଖିତ ସୁସମାଚାର 17:29

Následuj nás:

Reklamy


Reklamy