ଲୂକ ଲିଖିତ ସୁସମାଚାର 17:33 - ଓଡିଆ ବାଇବେଲ33 ଯେ କେହି ଆପଣା ଜୀବନ ଲାଭ କରିବାକୁ ଚେଷ୍ଟା କରେ, ସେ ତାହା ହରାଇବ, ଆଉ ଯେ କେହି ଆପଣା ଜୀବନ ହରାଇବ, ସେ ତାହା ବଞ୍ଚାଇବ । Viz kapitolaପବିତ୍ର ବାଇବଲ (Re-edited) - (BSI)33 ଯେକେହି ଆପଣା ଜୀବନ ଲାଭ କରିବାକୁ ଚେଷ୍ଟା କରେ, ସେ ତାହା ହରାଇବ, ଆଉ ଯେକେହି ଆପଣା ଜୀବନ ହରାଇବ, ସେ ତାହା ବଞ୍ଚାଇବ। Viz kapitolaପବିତ୍ର ବାଇବଲ (CL) NT (BSI)33 ଯେ କେହି ନିଜର ଜୀବନ ରକ୍ଷା କରିବାକୁ ଚେଷ୍ଟା କରେ, ସେ ତାହା ହରାଇବ; ଯେ ନିଜର ଜୀବନ ଉତ୍ସର୍ଗ କରିଦିଏ, ସେ ତାହା ସୁରକ୍ଷା କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଯେ କେହି ଆପଣା ଜୀବନ ଲାଭ କରିବାକୁ ଚେଷ୍ଟା କରେ, ସେ ତାହା ହରାଇବ, ଆଉ ଯେ କେହି ଆପଣା ଜୀବନ ହରାଇବ, ସେ ତାହା ବଞ୍ଚାଇବ। Viz kapitolaପବିତ୍ର ବାଇବଲ33 “ଯେଉଁ ଲୋକ ନିଜ ଜୀବନ ରକ୍ଷା କରିବାକୁ ଚେଷ୍ଟା କରିବ, ସେ ତାହା ହରେଇ ବସିବ। କିନ୍ତୁ ଯେଉଁ ଲୋକ ତା’ ଜୀବନ ପରିତ୍ୟାଗ କରିବ, ସେ ତାହା ରକ୍ଷା କରିବ। Viz kapitola |