ଲୂକ ଲିଖିତ ସୁସମାଚାର 18:13 - ଓଡିଆ ବାଇବେଲ13 କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ହେ ଈଶ୍ୱର, ମୁଁ ପାପୀ ମୋତେ ଦୟା କରନ୍ତୁ । Viz kapitolaପବିତ୍ର ବାଇବଲ (Re-edited) - (BSI)13 କିନ୍ତୁକରଗ୍ରାହୀ ଦୂରରେ ଠିଆ ହୋଇ ସ୍ଵର୍ଗଆଡ଼େ ଊର୍ଦ୍ଧ୍ଵଦୃଷ୍ଟି କରିବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ଆପଣା ଛାତିରେ ମାରିହୋଇ କହିବାକୁ ଲାଗିଲା, ହେ ଈଶ୍ଵର, ମୁଁ ପାପୀ, ମୋତେ ଦୟା କର। Viz kapitolaପବିତ୍ର ବାଇବଲ (CL) NT (BSI)13 “କିନ୍ତୁ କରଆଦାୟକାରୀ ଟିକିଏ ଦୂରରେ ଠିଆ ହେଲା ଓ ଉଦ୍ଧ୍ୱର୍କୁ ସୁଦ୍ଧା ଦୃଷ୍ଟିପାତ କରିବାକୁ ସାହସ କଲା ନାହିଁ, କିନ୍ତୁ ଛାତିରେ ହାତ ବାଡ଼େଇ କହିଲା, ‘ହେ ଈଶ୍ୱର, ମୁଁ ପାପୀ, ମୋତେ ଦୟା କର’!” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗ ଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ‘ହେ ଈଶ୍ବର, ମୁଁ ପାପୀ ମୋତେ ଦୟା କରନ୍ତୁ।’ Viz kapitolaପବିତ୍ର ବାଇବଲ13 “କରଆଦାୟକାରୀ ମଧ୍ୟ ଅଲଗା ଏକାକୀ ଠିଆ ହୋଇଥିଲେ। କିନ୍ତୁ ପ୍ରାର୍ଥନା କଲେ ବେଳେ ସେ ସ୍ୱର୍ଗ ଆଡ଼କୁ ମଧ୍ୟ ଗ୍ଭହିଁଲେ ନାହିଁ। କରଆଦାୟକାରୀ ପରମେଶ୍ୱରଙ୍କ ପାଖରେ ନିଜକୁ ନମ୍ର କରି ପ୍ରାର୍ଥନା କଲେ, “ହେ ପରମେଶ୍ୱର, ମୋ’ ଉପରେ ଦୟା କର। ମୁଁ ଜଣେ ପାପୀ।” Viz kapitola |