Online Bible

- Reklamy -




ଲୂକ ଲିଖିତ ସୁସମାଚାର 18:15 - ଓଡିଆ ବାଇବେଲ

15 ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ସେମାନଙ୍କୁ ମଧ୍ୟ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ତାହା ଦେଖି ସେମାନଙ୍କୁ ଧମକ ଦେବାକୁ ଲାଗିଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ସେ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ସେମାନଙ୍କୁ ମଧ୍ୟ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ତାହା ଦେଖି ସେମାନଙ୍କୁ ଧମକ ଦେବାକୁ ଲାଗିଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

15 ଲୋକେ ଶିଶୁମାନଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ ଯେପରି ସେ ସେମାନଙ୍କୁ ସ୍ପର୍ଶ କରିବେ। ଏହା ଦେଖି ଶିଷ୍ୟମାନେ ସେମାନଙ୍କ ଉପରେ ବିରକ୍ତ ହେଲେ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ସେମାନଙ୍କୁ ମଧ୍ୟ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ତାହା ଦେଖି ସେମାନଙ୍କୁ ଧମକ ଦେବାକୁ ଲାଗିଲେ।

Viz kapitola kopírovat

ପବିତ୍ର ବାଇବଲ

15 କେତେକ ଲୋକ ସେମାନଙ୍କର ଛୋଟ ଛୋଟ ପିଲାମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ, ଯେପରି ଯୀଶୁ ସେହି ପିଲାମାନଙ୍କୁ କେବଳ ଛୁଇଁବେ। ଯୀଶୁଙ୍କ ଶିଷ୍ୟମାନେ ଏହା ଦେଖି ଲୋକମାନଙ୍କୁ ଏହା ନ କରିବାକୁ କହିଲେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 18:15

Následuj nás:

Reklamy


Reklamy