Online Bible

- Reklamy -




ଲୂକ ଲିଖିତ ସୁସମାଚାର 18:17 - ଓଡିଆ ବାଇବେଲ

17 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ୱରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେକେହି ଶିଶୁ ପରି ଈଶ୍ଵରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ମନେରଖ! ଯେ କେହି ଶିଶୁ ପରି ଈଶ୍ୱରଙ୍କ ରାଜ୍ୟ ଗ୍ରହଣ କରେ ନାହିଁ, ସେ ସେଥିରେ କେବେ ପ୍ରବେଶ କରିବ ନାହିଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

17 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ଗୋଟିଏ ଛୋଟ ପିଲା କିଛି ଗ୍ରହଣ କଲାଭଳି ତୁମ୍ଭେମାନେ ପରମେଶ୍ୱରଙ୍କ ରାଜ୍ୟ ଗ୍ରହଣ ନ କଲେ ତା’ ମଧ୍ୟରେ ପ୍ରବେଶ କରି ପାରିବ ନାହିଁ।”

Viz kapitola kopírovat




ଲୂକ ଲିଖିତ ସୁସମାଚାର 18:17

Následuj nás:

Reklamy


Reklamy