ଲୂକ ଲିଖିତ ସୁସମାଚାର 18:18 - ଓଡିଆ ବାଇବେଲ18 ଜଣେ ଯିହୂଦୀ ଧର୍ମଗୁରୁ ତାହାଙ୍କୁ ପଚାରିଲେ, ହେ ସଦ୍ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି ? Viz kapitolaପବିତ୍ର ବାଇବଲ (Re-edited) - (BSI)18 ଜଣେ ଅଧ୍ୟକ୍ଷ ତାହାଙ୍କୁ ପଚାରିଲେ, ହେ ସଦ୍ଗୁରୁ, ଅନ; ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି? Viz kapitolaପବିତ୍ର ବାଇବଲ (CL) NT (BSI)18 ଜଣେ ଇହୁଦୀ ନେତା ଯୀଶୁଙ୍କୁ ପଚାରିଲା, “ସଦ୍ଗୁରୁ! ଅନନ୍ତ ଜୀବନ ପାଇବା ନିମନ୍ତେ ମୁଁ କ’ଣ କରିବି?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଜଣେ ଯିହୁଦୀ ଧର୍ମଗୁରୁ ତାହାଙ୍କୁ ପଚାରିଲେ, ହେ ସଦ୍ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି? Viz kapitolaପବିତ୍ର ବାଇବଲ18 ଜଣେ ଯିହୂଦୀ ନେତା ଯୀଶୁଙ୍କୁ ପଗ୍ଭରିଲେ, “ହେ ଉତ୍ତମ ଗୁରୁ! ଅନନ୍ତ ଜୀବନ ଲାଭ କରିବା ପାଇଁ ମୁଁ କ’ଣ କରିବା ଉଚିତ୍?” Viz kapitola |