Online Bible

- Reklamy -




ଲୂକ ଲିଖିତ ସୁସମାଚାର 18:20 - ଓଡିଆ ବାଇବେଲ

20 ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟାସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 ତୁମେ ତ ସମସ୍ତ ଆଜ୍ଞା ଜାଣ! ‘ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରୀ କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ; ପିତାମାତାଙ୍କୁ ସମାଦର କର’।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।”

Viz kapitola kopírovat

ପବିତ୍ର ବାଇବଲ

20 ମୁଁ କିନ୍ତୁ ତୁମ୍ଭ ପ୍ରଶ୍ନର ଉତ୍ତର ଦେବି। ତୁମ୍ଭେ ପରମେଶ୍ୱରଙ୍କ ଆଜ୍ଞାମାନ ଜାଣିଛ: ‘ତୁମ୍ଭେ ବ୍ୟଭିଗ୍ଭର କରିବ ନାହିଁ, ତୁମ୍ଭେ କାହାରିକି ହତ୍ୟା କରିବ ନାହିଁ, କୌଣସି ଜିନିଷ ଗ୍ଭେରି କରିବ ନାହିଁ, ଅନ୍ୟ ଲୋକଙ୍କ ବିଷୟରେ କେବେ ହେଁ ମିଛ କହିବ ନାହିଁ, ତୁମ୍ଭେ ତୁମ୍ଭର ବାପା-ମାଙ୍କୁ ନିଶ୍ଚୟ ସମ୍ମାନ ଦେବ।’”

Viz kapitola kopírovat




ଲୂକ ଲିଖିତ ସୁସମାଚାର 18:20

Následuj nás:

Reklamy


Reklamy