ଲୂକ ଲିଖିତ ସୁସମାଚାର 18:23 - ଓଡିଆ ବାଇବେଲ23 କିନ୍ତୁ ସେ ଏହି ସମସ୍ତ କଥା ଶୁଣି ଅତ୍ୟନ୍ତ ଦୁଃଖିତ ହେଲେ, କାରଣ ସେ ଅତିଶୟ ଧନୀ ଥିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)23 କିନ୍ତୁ ସେ ଏହି ସମସ୍ତ କଥା ଶୁଣି ଅତ୍ୟ; ଦୁଃଖିତ ହେଲେ, କାରଣ ସେ ଅତିଶୟ ଧନୀ ଥିଲେ। Viz kapitolaପବିତ୍ର ବାଇବଲ (CL) NT (BSI)23 କିନ୍ତୁ ଲୋକଟି ଏ କଥା ଶୁଣି ଦୁଃଖିତ ହେଲା, କାରଣ ସେ ମହାଧନୀ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କିନ୍ତୁ ସେ ଏହି ସମସ୍ତ କଥା ଶୁଣି ଅତ୍ୟନ୍ତ ଦୁଃଖିତ ହେଲେ, କାରଣ ସେ ଅତିଶୟ ଧନୀ ଥିଲେ। Viz kapitolaପବିତ୍ର ବାଇବଲ23 ନେତା ଜଣକ ଏହା ଶୁଣି ବହୁତ ମନ ଦୁଃଖ କଲେ। ସେ ବହୁତ ଧନୀ ଥିଲେ ଓ ନିଜ ଧନତକ ରଖିବାକୁ ଗ୍ଭହୁଁଥିଲେ। Viz kapitola |