ଲୂକ ଲିଖିତ ସୁସମାଚାର 18:24 - ଓଡିଆ ବାଇବେଲ24 ସେଥିରେ ଯୀଶୁ ତାହାଙ୍କୁ ଦେଖି କହିଲେ, ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରନ୍ତି ! Viz kapitolaପବିତ୍ର ବାଇବଲ (Re-edited) - (BSI)24 ସେଥିରେ ଯୀଶୁ ତାଙ୍କୁ ଦେଖି କହିଲେ, ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରିବେଣ! Viz kapitolaପବିତ୍ର ବାଇବଲ (CL) NT (BSI)24 ଯୀଶୁ ତାକୁ ଦୁଃଖିତ ହେବା ଦେଖି କହିଲେ, “ଧନୀମାନେ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟକର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ସେଥିରେ ଯୀଶୁ ତାହାଙ୍କୁ ଦେଖି କହିଲେ, “ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରନ୍ତି! Viz kapitolaପବିତ୍ର ବାଇବଲ24 ସେହି ଯିହୂଦୀ ନେତାଙ୍କୁ ଦୁଃଖିତ ହେବାର ଦେଖି ଯୀଶୁ କହିଲେ, “ପରମେଶ୍ୱରଙ୍କ ରାଜ୍ୟରେ ଧନୀ ଲୋକମାନେ ପ୍ରବେଶ କରିବ ବହୁତ କଠିନ। Viz kapitola |