ଲୂକ ଲିଖିତ ସୁସମାଚାର 18:39 - ଓଡିଆ ବାଇବେଲ39 ମାତ୍ର ଆଗରେ ଯାଉଥିବା ଲୋକମାନେ ତାହାଙ୍କୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦ ସନ୍ତାନ ମୋତେ ଦୟା କରନ୍ତୁ । Viz kapitolaପବିତ୍ର ବାଇବଲ (Re-edited) - (BSI)39 ମାତ୍ର ଆଗରେ ଯାଉଥିବା ଲୋକମାନେ ତାହାକୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚ ସ୍ଵରରେ କହିବାକୁ ଲାଗିଲା, ହେ ଦାଉଦ-ସନ୍ତାନ, ମୋତେ ଦୟା କରନ୍ତୁ। Viz kapitolaପବିତ୍ର ବାଇବଲ (CL) NT (BSI)39 ଆଗରେ ଥିବା ଲୋକମାନେ ତାକୁ ଧମକ ଦେଇ ତୁନି ହେବା ପାଇଁ କହିଲେ। କିନ୍ତୁ ସେ ଆହୁରି ଉଚ୍ଚ ସ୍ୱରରେ ଚିକ୍ରାର କରି କହିଲା, “ହେ ଦାଉଦ ସନ୍ତାନ! ମୋତେ ଦୟା କର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ମାତ୍ର ଆଗରେ ଯାଉଥିବା ଲୋକମାନେ ତାହାଙ୍କୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ ମୋତେ ଦୟା କରନ୍ତୁ। Viz kapitolaପବିତ୍ର ବାଇବଲ39 ଆଗରେ ଯାଉଥିବା ଲୋକମାନେ ଅନ୍ଧକୁ ଧମକ ଦେଲେ। ସେମାନେ ଅନ୍ଧକୁ ଚୁପ୍ ରହିବାକୁ କହିଲେ। କିନ୍ତୁ ସେ ଆହୁରି ଜୋର୍ରେ ପାଟିକରି କହିଲା, “ହେ ଦାଉଦଙ୍କ ପୁତ୍ର, ଦୟାକରି ମୋତେ ସାହାଯ୍ୟ କରନ୍ତୁ।” Viz kapitola |