ଲୂକ ଲିଖିତ ସୁସମାଚାର 18:9 - ଓଡିଆ ବାଇବେଲ9 ନିଜ ନିଜକୁ ଧାର୍ମିକ ମନେ କରି ଅନ୍ୟ ସମସ୍ତଙ୍କୁ ତୁଚ୍ଛ କରୁଥିବା କେତେକ ଆତ୍ମନିର୍ଭରଶୀଳ ଲୋକଙ୍କୁ ସେ ଏହି ଦୃଷ୍ଟାନ୍ତ ମଧ୍ୟ କହିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆପଣା ଆପଣାକୁ ଧାର୍ମିକ ଜ୍ଞାନ କରି ଅନ୍ୟ ସମସ୍ତଙ୍କୁ ତୁଚ୍ଛଜ୍ଞାନ କରୁଥିବା କେତେକ ଆତ୍ମନିର୍ଭରଶୀଳ ଲୋକଙ୍କୁ ସେ ଏହି ଦୃଷ୍ଟାନ୍ତ ମଧ୍ୟ କହିଲେ, Viz kapitolaପବିତ୍ର ବାଇବଲ (CL) NT (BSI)9 ଯେଉଁମାନେ ନିଜକୁ ଧାର୍ମିକ ମନେକରି ଅନ୍ୟମାନଙ୍କୁ ତୁଚ୍ଛ ଜ୍ଞାନ କରୁଥିଲେ, ଯୀଶୁ ସେମାନଙ୍କୁ ଲକ୍ଷ୍ୟ କରି ଏହି ଦୃଷ୍ଟାନ୍ତ କଥା କହିଲେ: Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ନିଜ ନିଜକୁ ଧାର୍ମିକ ମନେ କରି ଅନ୍ୟ ସମସ୍ତଙ୍କୁ ତୁଚ୍ଛ କରୁଥିବା କେତେକ ଆତ୍ମନିର୍ଭରଶୀଳ ଲୋକଙ୍କୁ ସେ ଏହି ଦୃଷ୍ଟାନ୍ତ ମଧ୍ୟ କହିଲେ, Viz kapitolaପବିତ୍ର ବାଇବଲ9 କେତେକ ଲୋକ ଭାବୁଥିଲେ ଯେ ସେମାନେ ବହୁତ ଭଲ ଅଟନ୍ତି। ସେମାନେ ନିଜେ ଅନ୍ୟମାନଙ୍କ ଅପେକ୍ଷା ବହୁତ ଭଲ ହୋଇଥିବା ଭଳି ବ୍ୟବହାର କରୁଥିଲେ। ଯୀଶୁ ସେମାନଙ୍କୁ ଉପଦେଶ ଦେବା ପାଇଁ ଏହି ଦୃଷ୍ଟାନ୍ତ କହିଲେ: Viz kapitola |