ଲୂକ ଲିଖିତ ସୁସମାଚାର 19:14 - ଓଡିଆ ବାଇବେଲ14 କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବେ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)14 କିନ୍ତୁ ତାଙ୍କ ଦେଶବାସୀମାନେ ତାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ରାଜତ୍ଵ କରିବ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ। Viz kapitolaପବିତ୍ର ବାଇବଲ (CL) NT (BSI)14 କିନ୍ତୁ ତାଙ୍କର ନିଜ ଦେଶର ଲୋକମାନେ ତାଙ୍କୁ ଘୃଣା କରୁଥିଲେ, ସେମାନେ ଦୂତ ହାତରେ ଏହି କଥା କହି ପଠାଇଲେ, ‘ଏ ବ୍ୟକ୍ତିଙ୍କୁ ଆମେ ଆମର ରାଜା ରୂପେ ଗ୍ରହଣ କରିବାକୁ ପ୍ରସ୍ତୁତ ନୋହୁଁ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ। Viz kapitolaପବିତ୍ର ବାଇବଲ14 ସେହି ବ୍ୟକ୍ତିଙ୍କୁ ସେ ରାଜ୍ୟର ନାଗରିକମାନେ ଘୃଣା କରୁଥିଲେ। ତେଣୁ ସେମାନେ ତାହାଙ୍କ ପଛରେ ଦଳେ ଲୋକଙ୍କୁ ସେଠାକୁ ପଠାଇଲେ। ସେଠାକୁ ଯାଇ ଏହି ଦଳର ଲୋକମାନେ କହିଲେ, ‘ଆମ୍ଭେ ଗ୍ଭହୁଁନା ଯେ, ସେହି ବ୍ୟକ୍ତି ଆମ୍ଭମାନଙ୍କର ରାଜା ହୁଅନ୍ତୁ।’ Viz kapitola |