ଲୂକ ଲିଖିତ ସୁସମାଚାର 19:24 - ଓଡିଆ ବାଇବେଲ24 ପୁଣି, ସେ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ କହିଲେ, ଏହାଠାରୁ ଏହି ମୁଦ୍ରା ନେଇଯାଇ, ଯାହାର ଦଶ ମୁଦ୍ରା ଅଛି, ତାହାକୁ ଦିଅ । Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁଣି, ସେ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ କହିଲେ, ଏହାଠାରୁ ଏହି ମୋହର ଘେନିଯାଇ, ଯାହାର ଦଶ ମୋହର ଅଛି, ତାହାକୁ ଦିଅ। Viz kapitolaପବିତ୍ର ବାଇବଲ (CL) NT (BSI)24 “ତା’ପରେ ରାଜା ସେଠାରେ ଠିଆ ହୋଇଥିବା ଲୋକମାନଙ୍କୁ କହିଲେ, ‘ତା’ଠାରୁ ସ୍ୱର୍ଣ୍ଣ ମୁଦ୍ରାଟି ନେଇଯାଅ ଓ ଯେଉଁ ଦାସର ଦଶ ମୁଦ୍ରା ଅଛି, ତାକୁ ଦିଅ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ସେ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ କହିଲେ, ଏହାଠାରୁ ଏହି ମୋହର ନେଇଯାଇ, ଯାହାର ଦଶ ମୋହର ଅଛି, ତାହାକୁ ଦିଅ। Viz kapitolaପବିତ୍ର ବାଇବଲ24 ସେଠାରେ ରହି ଏସବୁ ଦେଖୁଥିବା ଲୋକମାନଙ୍କୁ ରାଜା କହିଲେ, ‘ଏ ଗ୍ଭକର ପାଖରୁ ଟଙ୍କା ଥଳିଟି ନେଇ ଯାଇ ଦଶ ଥଳି ଟଙ୍କା ଅର୍ଜନ କରିଥିବା ଗ୍ଭକରକୁ ଦେଇଦିଅ।” Viz kapitola |