Online Bible

- Reklamy -




ଲୂକ ଲିଖିତ ସୁସମାଚାର 19:31 - ଓଡିଆ ବାଇବେଲ

31 ଆଉ ଯଦି କେହି ତୁମ୍ଭମାନଙ୍କୁ କାହିଁକି ଫିଟାଉଅଛ ବୋଲି ପଚାରେ, ତେବେ ଏପରି କହିବ, କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ଆଉ, ଯେବେ କେହି ତୁମ୍ଭମାନଙ୍କୁ କାହିଁକି ଫିଟାଉଅଛ ବୋଲି ପଚାରେ, ତେବେ ଏପରି କହିବ, କାରଣ ଏହାଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

31 କାହିଁକି ଏହାକୁ ଫିଟାଉଛ ବୋଲି ଯଦି କେହି ତୁମକୁ ପଚାରେ, ତାକୁ କୁହ ଯେ, ଗୁରୁଙ୍କର ଏହା ପ୍ରୟୋଜନ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଆଉ ଯଦି କେହି ତୁମ୍ଭମାନଙ୍କୁ ‘କାହିଁକି ଫିଟାଉଅଛ’ ବୋଲି ପଚାରେ, ତେବେ ଏପରି କହିବ, ‘କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି।’”

Viz kapitola kopírovat

ପବିତ୍ର ବାଇବଲ

31 ଯଦି କୌଣସି ଲୋକ ତୁମ୍ଭକୁ ପଗ୍ଭରେ ଯେ ତୁମ୍ଭେମାନେ ଗଧଟିକୁ କାହିଁକି ନେଇ ଯାଉଛ, ତେବେ ତୁମ୍ଭେମାନେ କହିବ ଯେ ପ୍ରଭୁଙ୍କର ଏଇଟି ଦରକାର ଅଛି।’”

Viz kapitola kopírovat




ଲୂକ ଲିଖିତ ସୁସମାଚାର 19:31

Následuj nás:

Reklamy


Reklamy