ଲୂକ ଲିଖିତ ସୁସମାଚାର 19:32 - ଓଡିଆ ବାଇବେଲ32 ସେଥିରେ ପଠାଯାଇଥିବା ଲୋକେ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)32 ସେଥିରେ ପ୍ରେରିତ ଲୋକେ ପ୍ରସ୍ଥାନ କରି, ସେ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖିଲେ। Viz kapitolaପବିତ୍ର ବାଇବଲ (CL) NT (BSI)32 ସେମାନେ ଯାଇ ଯୀଶୁ କହିବା ଅନୁସାରେ ସବୁ ବିଷୟ ଦେଖିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ସେଥିରେ ପଠାଯାଇଥିବା ଲୋକେ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖିଲେ। Viz kapitolaପବିତ୍ର ବାଇବଲ32 ଦୁଇଜଣ ଶିଷ୍ୟ ସେହି ଗାଁକୁ ଗଲେ, ଯୀଶୁ ସେମାନଙ୍କୁ ଯେଭଳି କହିଥିଲେ, ଠିକ୍ ସେହି ଅନୁସାରେ ସେମାନେ ଗଧଟିକୁ ପାଇଗଲେ। Viz kapitola |