Online Bible

- Reklamy -




ଲୂକ ଲିଖିତ ସୁସମାଚାର 19:38 - ଓଡିଆ ବାଇବେଲ

38 ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ । ସ୍ୱର୍ଗରେ ଶାନ୍ତି ଓ ଊର୍ଦ୍ଧ୍ୱଲୋକରେ ମହିମା ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ। ସ୍ଵର୍ଗରେ ଶାନ୍ତି ଓ ଊର୍ଦ୍ଧ୍ଵଲୋକରେ ମହିମା।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

38 “ଯେଉଁ ରାଜା ପ୍ରଭୁଙ୍କ ନାମରେ ଆସୁଛନ୍ତି, ଈଶ୍ୱର ତାଙ୍କୁ ଆଶୀର୍ବାଦ କରନ୍ତୁ! ସ୍ୱର୍ଗରେ ଶାନ୍ତି ଓ ଈଶ୍ୱରଙ୍କ ଗୌରବ ହେଉ!”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ। ସ୍ୱର୍ଗରେ ଶାନ୍ତି ଓ ଊର୍ଦ୍ଧ୍ୱଲୋକରେ ମହିମା।

Viz kapitola kopírovat

ପବିତ୍ର ବାଇବଲ

38 “ସ୍ୱାଗତ କରି କହିଲେ: “‘ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଛନ୍ତି, ତାହାଙ୍କୁ ପରମେଶ୍ୱର ଆଶୀର୍ବାଦ କରନ୍ତୁ।’ ସ୍ୱର୍ଗରେ ଶାନ୍ତି ଓ ପରମେଶ୍ୱରଙ୍କ ମହିମା ହେଉ।”

Viz kapitola kopírovat




ଲୂକ ଲିଖିତ ସୁସମାଚାର 19:38

Následuj nás:

Reklamy


Reklamy