ଲୂକ ଲିଖିତ ସୁସମାଚାର 19:39 - ଓଡିଆ ବାଇବେଲ39 ସେଥିରେ ଲୋକମାନଙ୍କ ମଧ୍ୟରୁ କେତେ ଜଣ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ । Viz kapitolaପବିତ୍ର ବାଇବଲ (Re-edited) - (BSI)39 ସେଥିରେ ଲୋକସମୂହ ମଧ୍ୟରୁ କେତେକ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ। Viz kapitolaପବିତ୍ର ବାଇବଲ (CL) NT (BSI)39 ତା’ପରେ ଲୋକଗହଳି ମଧ୍ୟରୁ କେତେକ ଫାରୁଶୀ ଯୀଶୁଙ୍କ ସହିତ କଥାବାର୍ତ୍ତା କରି କହିଲେ, “ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ତୁନି ହୋଇ ରହିବାକୁ ଆଦେଶ ଦିଅନ୍ତୁ!” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ସେଥିରେ ଲୋକମାନଙ୍କ ମଧ୍ୟରୁ କେତେ ଜଣ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ। Viz kapitolaପବିତ୍ର ବାଇବଲ39 ଜନଗହଳିରେ କେତେ ଜଣ ରହିଥିବା ଫାରୂଶୀ ଯୀଶୁଙ୍କୁ କହିଲେ, “ଗୁରୁ, ତୁମ୍ଭର ଶିଷ୍ୟମାନଙ୍କୁ ଏ ସବୁ କଥା ନ କହିବାକୁ କୁହ।” Viz kapitola |