ଲୂକ ଲିଖିତ ସୁସମାଚାର 19:44 - ଓଡିଆ ବାଇବେଲ44 ପୁଣି, ତୋତେ ଓ ତୋ ମଧ୍ୟରେ ଥିବା ତୋ ସନ୍ତାନମାନଙ୍କୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବେ, ଆଉ ତୋ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ, ରହିବାକୁ ଦେବେ ନାହିଁ, ଏପରି ସମୟ ତୋ ଉପରେ ଆସିବ । Viz kapitolaପବିତ୍ର ବାଇବଲ (Re-edited) - (BSI)44 ପୁଣି ତୋତେ ଓ ତୋʼ ମଧ୍ୟରେ ଥିବା ତୋʼ ସନ୍ତାନମାନଙ୍କୁ ଭୂମିସାତ୍ କରିବେ, ଆଉ ତୋʼ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ ରହିବାକୁ ଦେବେ ନାହିଁ, ଏପରି ସମୟ ତୋʼ ଉପରେ ଆସିବ। Viz kapitolaପବିତ୍ର ବାଇବଲ (CL) NT (BSI)44 ସେମାନେ ତୋତେ ଓ ତୋର ପାଚେରୀ ମଧ୍ୟରେ ଥିବା ଲୋକମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରିବେ; ସେମାନେ ଗୋଟିଏ ପଥର ସୁଦ୍ଧା ତା’ ସ୍ଥାନରେ ଛାଡ଼ିବେ ନାହିଁ, କାରଣ ଈଶ୍ୱର ଯେଉଁ ସମୟରେ ତୋତେ ରକ୍ଷା କରିବାକୁ ଆସିଥିଲେ, ତୁ ସେହି ସମୟ ଜାଣି ପାରିଲୁ ନାହିଁ!” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ପୁଣି, ତୋତେ ଓ ତୋʼ ମଧ୍ୟରେ ଥିବା ତୋʼ ସନ୍ତାନମାନଙ୍କୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବେ, ଆଉ ତୋʼ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ, ରହିବାକୁ ଦେବେ ନାହିଁ, ଏପରି ସମୟ ତୋʼ ଉପରେ ଆସିବ।” Viz kapitolaପବିତ୍ର ବାଇବଲ44 ସେମାନେ ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ନଷ୍ଟ କରିଦେବେ। ତୁମ୍ଭ କୋଠାଗୁଡ଼ିକର ଗୋଟିଏ ହେଲେ ପଥର ଅନ୍ୟ ପଥରଟି ଉପରେ ସେମାନେ ରଖେଇ ଦେବେ ନାହିଁ। ଏସବୁ ଘଟିବ। କାରଣ ତୁମ୍ଭକୁ ଉଦ୍ଧାର କରିବା ପାଇଁ ପରମେଶ୍ୱର ଯେତେବେଳେ ଆସିଥିଲେ, ସେ ସମୟଟିକୁ ତୁମ୍ଭେ ଚିହ୍ନି ପାରିଲ ନାହିଁ।” Viz kapitola |