ଲୂକ ଲିଖିତ ସୁସମାଚାର 2:23 - ଓଡିଆ ବାଇବେଲ23 ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁତ୍ରସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବେ, Viz kapitolaପବିତ୍ର ବାଇବଲ (Re-edited) - (BSI)23 ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁଂସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବ, Viz kapitolaପବିତ୍ର ବାଇବଲ (CL) NT (BSI)23 ମୋଶାଙ୍କ ବ୍ୟବସ୍ଥାରେ ଲେଖାଅଛି: “ପ୍ରଥମ ଜାତ ପ୍ରତ୍ୟେକ ପୁରୁଷ ସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁତ୍ରସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବେ, Viz kapitolaପବିତ୍ର ବାଇବଲ23 ପ୍ରଭୁଙ୍କ ‘ନିୟମ’ରେ ଲେଖାଅଛି: “ପରିବାରରେ ପ୍ରଥମ ପୁତ୍ରସନ୍ତାନ ଜନ୍ମ ହେଲେ ସେ ‘ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ’ ହେବ।” Viz kapitola |