ଲୂକ ଲିଖିତ ସୁସମାଚାର 2:40 - ଓଡିଆ ବାଇବେଲ40 ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି, ଈଶ୍ୱରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା । Viz kapitolaପବିତ୍ର ବାଇବଲ (Re-edited) - (BSI)40 ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି ଈଶ୍ଵରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା। Viz kapitolaପବିତ୍ର ବାଇବଲ (CL) NT (BSI)40 ଶିଶୁ ବଳିଷ୍ଠ ହୋଇ ବଢ଼ିବାକୁ ଲାଗିଲେ, ସେ ଜ୍ଞାନରେ ପୂର୍ଣ୍ଣ ହେଲେ ଏବଂ ତାଙ୍କ ଉପରେ ଈଶ୍ୱରଙ୍କ ଆଶୀର୍ବାଦ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି, ଈଶ୍ବରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା। Viz kapitolaପବିତ୍ର ବାଇବଲ40 ସାନ ଶିଶୁଟି ଦିନକୁ ଦିନ ବଢ଼ିବାକୁ ଲାଗିଲେ। ସେ ହୃଷ୍ଟପୁଷ୍ଟ ଓ ବୁଦ୍ଧିମାନ ହେବାକୁ ଲାଗିଲେ। ତାହାଙ୍କ ସହିତ ପରମେଶ୍ୱରଙ୍କର ଆଶୀର୍ବାଦ ଥିଲା। Viz kapitola |