ଲୂକ ଲିଖିତ ସୁସମାଚାର 2:5 - ଓଡିଆ ବାଇବେଲ5 ତାହାଙ୍କ ସହିତ ମରିୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)5 ତାଙ୍କ ସହିତ ମରୀୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ। Viz kapitolaପବିତ୍ର ବାଇବଲ (CL) NT (BSI)5 ସେ ତାଙ୍କର ବାଗ୍ଦତ୍ତା ମରିୟମଙ୍କ ସହିତ ନାମ ଲେଖାଇବା ପାଇଁ ଗଲେ। ମରିୟମ ଗର୍ଭବତୀ ଥିଲେ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତାହାଙ୍କ ସହିତ ମରୀୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ। Viz kapitolaପବିତ୍ର ବାଇବଲ5 ଯୋଷେଫ ମରିୟମଙ୍କ ସହିତ ନାମ ପଞ୍ଜୀକରଣ କଲେ, କାରଣ ମରିୟମଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇ ସାରିଥିଲା। ମରିୟମ ସେତେବେଳେ ଗର୍ଭବତୀ ଥିଲେ। Viz kapitola |