ଲୂକ ଲିଖିତ ସୁସମାଚାର 20:12 - ଓଡିଆ ବାଇବେଲ12 ପରେ ସେ ତୃତୀୟ ଜଣକୁ ମଧ୍ୟ ପଠାଇଲେ; କିନ୍ତୁ ସେମାନେ ତାହାକୁ ସୁଦ୍ଧା କ୍ଷତବିକ୍ଷତ କରି ବାହାରେ ଫୋପାଡ଼ିଦେଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)12 ପରେ ସେ ତୃତୀୟ ଜଣକୁ ମଧ୍ୟ ପଠାଇଲେ; କିନ୍ତୁ ସେମାନେ ତାହାକୁ ସୁଦ୍ଧା କ୍ଷତବିକ୍ଷତ କରି ବାହାରେ ଫୋପାଡ଼ି ଦେଲେ। Viz kapitolaପବିତ୍ର ବାଇବଲ (CL) NT (BSI)12 କିଛି ଦିନ ପରେ ସେ ତୃତୀୟ ଦାସକୁ ପଠାଇଲେ। ସେମାନେ ତାକୁ ମଧ୍ୟ କ୍ଷତବିକ୍ଷତ କରି ବାହାରେ ପକାଇଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପରେ ସେ ତୃତୀୟ ଜଣକୁ ମଧ୍ୟ ପଠାଇଲେ; କିନ୍ତୁ ସେମାନେ ତାହାକୁ ସୁଦ୍ଧା କ୍ଷତବିକ୍ଷତ କରି ବାହାରେ ଫୋପାଡ଼ିଦେଲେ। Viz kapitolaପବିତ୍ର ବାଇବଲ12 ତେଣୁ ଜମିମାଲିକ ପୁଣି ଆଉ ଜଣେ ଗ୍ଭକରକୁ ପଠାଇଲା। କୃଷକମାନେ ତାକୁ ଭୟଙ୍କର ଭାବରେ କ୍ଷତବିକ୍ଷତ କରି ବାହାରକୁ ଫିଙ୍ଗି ଦେଲେ। Viz kapitola |