ଲୂକ ଲିଖିତ ସୁସମାଚାର 20:19 - ଓଡିଆ ବାଇବେଲ19 ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ମୁହୁର୍ତ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)19 ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ଦଣ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ। Viz kapitolaପବିତ୍ର ବାଇବଲ (CL) NT (BSI)19 ଧର୍ମଗୁରୁ ଓ ମୁଖ୍ୟ ଯାଜକମାନେ ଯୀଶୁଙ୍କୁ ଘଟଣା ସ୍ଥଳରେ ଗିରଫ କରିବାକୁ ଚେଷ୍ଟା କଲେ, କାରଣ ସେମାନେ ଜାଣିଥିଲେ ଯେ ଯୀଶୁ ସେମାନଙ୍କ ବିରୁଦ୍ଧରେ ଏହି ଦୃଷ୍ଟାନ୍ତ କଥା କହିଥିଲେ; କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ମୁହୂର୍ତ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ। Viz kapitolaପବିତ୍ର ବାଇବଲ19 ଧର୍ମଶାସ୍ତ୍ରୀ ଓ ମୁଖ୍ୟ ଯାଜକମାନେ ଯୀଶୁଙ୍କଠାରୁ ଏହି ଦୃଷ୍ଟାନ୍ତଟି ଶୁଣିଲେ। ସେମାନେ ଜାଣି ପାରିଲେ ଯେ, ଏହି ଦୃଷ୍ଟାନ୍ତଟି ସେମାନଙ୍କ ଉଦ୍ଦେଶ୍ୟରେ କୁହାଯାଇଛି। ତେଣୁ ସେମାନେ ଯୀଶୁଙ୍କୁ ଠିକ୍ ସେତିକିବେଳେ ବନ୍ଦୀ କରିବାକୁ ଗ୍ଭହିଁଲେ। କିନ୍ତୁ ଲୋକମାନେ କାଳେ କ’ଣ କିଛି କରିପକାଇବେ, ସେଥିପାଇଁ ସେମାନେ ଡରୁଥିଲେ। Viz kapitola |