ଲୂକ ଲିଖିତ ସୁସମାଚାର 20:33 - ଓଡିଆ ବାଇବେଲ33 ତେବେ ପୁନରୁତ୍ଥାନରେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)33 ତେବେ, ପୁନରୁତ୍ଥାନରେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ। Viz kapitolaପବିତ୍ର ବାଇବଲ (CL) NT (BSI)33 ଯେତେବେଳେ ମୃତମାନେ ଜୀବିତ ହୋଇ ଉଠିବେ, ସେ କାହାର ସ୍ତ୍ରୀ ହେବ? ସାତ ଜଣ ତ ତାକୁ ବିବାହ କରିଥିଲେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ତେବେ ପୁନରୁତ୍ଥାନରେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ। Viz kapitolaପବିତ୍ର ବାଇବଲ33 ସାତ ଭାଇଯାକ ତାକୁ ବିବାହ କରିଥିଲେ। ତେବେ ଯେତେବେଳେ ଲୋକେ ମୃତ୍ୟୁରୁ ପୁଣି ଜୀବନ ନ ପାଇ ଉଠିବେ, ସେତେବେଳେ ଏହି ସ୍ତ୍ରୀଟି କାହାର ପତ୍ନୀ ହେବ?” Viz kapitola |