ଲୂକ ଲିଖିତ ସୁସମାଚାର 20:38 - ଓଡିଆ ବାଇବେଲ38 ସେ ତ ମୃତମାନଙ୍କ ଈଶ୍ୱର ନୁହଁନ୍ତି, ମାତ୍ର ଜୀବିତମାନଙ୍କର; କାରଣ ସମସ୍ତେ ତାହାଙ୍କ ସାକ୍ଷାତରେ ଜୀବିତ ଅଟନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)38 ସେ ତ ମୃତମାନଙ୍କ ଈଶ୍ଵର ନୁହନ୍ତି, ମାତ୍ର ଜୀବିତମାନଙ୍କର; କାରଣ ସମସ୍ତେ ତାହାଙ୍କ ସାକ୍ଷାତରେ ଜୀବିତ ଅଟନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)38 ପ୍ରଭୁ ଜୀବିତମାନଙ୍କ ଈଶ୍ୱର, ମୃତମାନଙ୍କର ନୁହନ୍ତି। ଅତଏବ ସେମାନେ ସମସ୍ତେ ତାଙ୍କ ଦୃଷ୍ଟିରେ ଜୀବିତ ଅଟନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ସେ ତ ମୃତମାନଙ୍କ ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର; କାରଣ ସମସ୍ତେ ତାହାଙ୍କ ସାକ୍ଷାତରେ ଜୀବିତ ଅଟନ୍ତି।” Viz kapitolaପବିତ୍ର ବାଇବଲ38 ଯଦି ପରମେଶ୍ୱର କହିଛନ୍ତି ଯେ, ସେ ସେମାନଙ୍କର ପରମେଶ୍ୱର, ତେବେ ଏ ଲୋକମାନେ ପ୍ରକୃତରେ ମୃତ ନୁହନ୍ତି। ସେ କେବଳ ଜୀବିତ ଲୋକମାନଙ୍କ ପରମେଶ୍ୱର। ଯେଉଁମାନେ ପରମେଶ୍ୱରଙ୍କ ଲୋକ, ସେମାନେ ସମସ୍ତେ ଜୀବିତ ଅଟନ୍ତି। Viz kapitola |