ଲୂକ ଲିଖିତ ସୁସମାଚାର 20:39 - ଓଡିଆ ବାଇବେଲ39 ସେଥିରେ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେ ଜଣ ଉତ୍ତର ଦେଲେ, ହେ ଗୁରୁ, ଆପଣ ଠିକ୍ କହିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)39 ସେଥିରେ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେକ ଜଣ ଉତ୍ତର ଦେଲେ, ହେ ଗୁରୁ, ଆପଣ ଯଥାର୍ଥ କହିଲେ। Viz kapitolaପବିତ୍ର ବାଇବଲ (CL) NT (BSI)39 ଧର୍ମଗୁରୁମାନଙ୍କ ମଧ୍ୟରୁ କେତେକ କହିଲେ, “ଗୁରୁ, ଏହା ଯଥାର୍ଥ ଉତ୍ତର!” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ସେଥିରେ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେ ଜଣ ଉତ୍ତର ଦେଲେ, ହେ ଗୁରୁ, ଆପଣ ଠିକ୍ କହିଲେ। Viz kapitolaପବିତ୍ର ବାଇବଲ39 ଧର୍ମଶାସ୍ତ୍ରୀମାନେ କହିଲେ, “ଗୁରୁ, ଆପଣଙ୍କ ଉତ୍ତର ବହୁତ ଭଲ ଥିଲା।” Viz kapitola |