ଲୂକ ଲିଖିତ ସୁସମାଚାର 20:46 - ଓଡିଆ ବାଇବେଲ46 ଶାସ୍ତ୍ରୀମାନଙ୍କଠାରୁ ସାବଧାନ ! ସେମାନେ ଲମ୍ବା ପୋଷାକ ପିନ୍ଧି ବୁଲିବାକୁ, ପୁଣି, ହାଟବଜାରରେ ନମସ୍କାର, ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ପାଇବାକୁ ଭଲ ପାଆନ୍ତି; Viz kapitolaପବିତ୍ର ବାଇବଲ (Re-edited) - (BSI)46 ଶାସ୍ତ୍ରୀମାନଙ୍କଠାରୁ ସାବଧାନ ! ସେମାନେ ଦୀର୍ଘ ବସନ ପରିଧାନ କରି ଭ୍ରମଣ କରିବାକୁ, ପୁଣି ହାଟବଜାରରେ ନମସ୍କାର, ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ଭଲ ପାଆନ୍ତି; Viz kapitolaପବିତ୍ର ବାଇବଲ (CL) NT (BSI)46 “ଧର୍ମଗୁରୁମାନଙ୍କ ପ୍ରତି ସାବଧାନ, ସେମାନେ ସେମାନଙ୍କର ଦୀର୍ଘ ପୋଷାକ ପିନ୍ଧି ବୁଲିବାକୁ ଓ ବଜାରମାନଙ୍କରେ ଭକ୍ତିପୂର୍ଣ୍ଣ ନମସ୍କାର ଗ୍ରହଣ କରିବାକୁ ଭଲ ପାଆନ୍ତି; ସେମାନେ ଉପାସନା ଗୃହରେ ଓ ଭୋଜିମାନଙ୍କରେ ପ୍ରଧାନ ଆସନ ବାଛି ନିଅନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 “ଶାସ୍ତ୍ରୀମାନଙ୍କଠାରୁ ସାବଧାନ! ସେମାନେ ଲମ୍ବା ବସ୍ତ୍ର ପିନ୍ଧି ବୁଲିବାକୁ, ପୁଣି, ହାଟବଜାରରେ ନମସ୍କାର, ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ପାଇବାକୁ ଭଲ ପାଆନ୍ତି; Viz kapitolaପବିତ୍ର ବାଇବଲ46 “ଧର୍ମଶାସ୍ତ୍ରୀମାନଙ୍କଠାରୁ ସାବଧାନ ରୁହ। ମାନ୍ୟଗନ୍ୟ ବ୍ୟକ୍ତିଙ୍କ ପରି ପୋଷାକପତ୍ର ପିନ୍ଧି ବୁଲାବୁଲି କରିବାକୁ ସେମାନେ ଗ୍ଭହାନ୍ତି। ହାଟବଜାରରେ ଲୋକେ ତାହାଙ୍କୁ ସମ୍ମାନ ଦେଖାନ୍ତୁ ବୋଲି ସେମାନେ ଭଲ ପାଆନ୍ତି। ଯିହୂଦୀ ସମାଜଗୃହମାନଙ୍କରେ ସବୁଠାରୁ ଶ୍ରେଷ୍ଠ ଆସନଗୁଡ଼ିକ ପାଇବାକୁ ସେମାନେ ଭଲ ପାଆନ୍ତି। ଭୋଜିମାନଙ୍କରେ ସବୁଠାରୁ ପ୍ରଧାନ ଆସନରେ ବସିବାକୁ ସେମାନେ ଭଲ ପାଆନ୍ତି। Viz kapitola |