ଲୂକ ଲିଖିତ ସୁସମାଚାର 21:15 - ଓଡିଆ ବାଇବେଲ15 କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରି ପାରିବେ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)15 କାରଣ ମୁଁ ତୁମ୍ଭମାନଙ୍କୁ ଏପରି ମୁଖ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରି ପାରିବେ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)15 କାରଣ ମୁଁ ତୁମକୁ ଏପରି ବାକ୍ଶକ୍ତି ଓ ଜ୍ଞାନ ଦେବି ଯେ ତୁମ୍ଭମାନଙ୍କ କଥାକୁ ତୁମ ଶତ୍ରୁମାନେ ମିଥ୍ୟା ପ୍ରମାଣିତ କରି ଖଣ୍ଡନ କରି ପାରିବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରିପାରିବେ ନାହିଁ। Viz kapitolaପବିତ୍ର ବାଇବଲ15 ମୁଁ ତୁମ୍ଭକୁ କହିବାକୁ ଜ୍ଞାନ ପ୍ରଦାନ କରିବି। ତୁମ୍ଭେମାନେ ଯାହା କହିବ, ତୁମ୍ଭର କୌଣସି ଶତ୍ରୁ ତା'ର ଉତ୍ତର ଦେଇ ପାରିବ ନାହିଁ। Viz kapitola |