ଲୂକ ଲିଖିତ ସୁସମାଚାର 21:38 - ଓଡିଆ ବାଇବେଲ38 ଆଉ ସମସ୍ତ ଲୋକ ମନ୍ଦିରରେ ଯୀଶୁଙ୍କର ଶିକ୍ଷା ଶୁଣିବା ନିମନ୍ତେ ଅତି ସକାଳୁ ତାହାଙ୍କ ନିକଟକୁ ଆସୁଥିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)38 ଆଉ, ସମସ୍ତ ଲୋକ ମନ୍ଦିରରେ ତାହାଙ୍କର ଶିକ୍ଷା ଶୁଣିବା ନିମନ୍ତେ ପ୍ରଭାତରେ ତାହାଙ୍କ ନିକଟକୁ ଆସୁଥିଲେ। Viz kapitolaପବିତ୍ର ବାଇବଲ (CL) NT (BSI)38 ପ୍ରତିଦିନ ପ୍ରଭାତରେ ଲୋକମାନେ ତାଙ୍କର ଶିକ୍ଷା ଶୁଣିବା ପାଇଁ ମନ୍ଦିରକୁ ଯାଉଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ଆଉ ସମସ୍ତ ଲୋକ ମନ୍ଦିରରେ ଯୀଶୁଙ୍କର ଶିକ୍ଷା ଶୁଣିବା ନିମନ୍ତେ ଅତି ସକାଳୁ ତାହାଙ୍କ ନିକଟକୁ ଆସୁଥିଲେ। Viz kapitolaପବିତ୍ର ବାଇବଲ38 ଲୋକମାନେ ମନ୍ଦିରକୁ ଯାଇ ଯୀଶୁଙ୍କ ଉପଦେଶ ଶୁଣିବା ପାଇଁ ପ୍ରତିଦିନ ଅତି ସକାଳୁ ଉଠି ପଡ଼ୁଥିଲେ। Viz kapitola |