ଲୂକ ଲିଖିତ ସୁସମାଚାର 21:4 - ଓଡିଆ ବାଇବେଲ4 କାରଣ ଧନୀମାନେ ଦାନ ସଂଗ୍ରହ ବାକ୍ସରେ ନିଜ ନିଜର ବଳକା ଧନରୁ କିଛି କିଛି ପକାଇଲେ, କିନ୍ତୁ ଦରିଦ୍ର ବିଧବା ନିଜର ଅଭାବ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ଯାହା କିଛି ଥିଲା, ସେହି ସବୁ ପକାଇଲା । Viz kapitolaପବିତ୍ର ବାଇବଲ (Re-edited) - (BSI)4 କାରଣ ଏମାନେ ସମସ୍ତେ ଭଣ୍ତାରରେ ଆପଣା ଆପଣା ଅତିରିକ୍ତ ଧନରୁ କିଛି କିଛି ପକାଇଲେ, କିନ୍ତୁ ଏ ଆପଣାର ଅନାଟନ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ଏହାର ଯାହା କିଛି ଥିଲା, ସେହିସବୁ ପକାଇଲା। Viz kapitolaପବିତ୍ର ବାଇବଲ (CL) NT (BSI)4 କାରଣ ଅନ୍ୟମାନେ ସେମାନଙ୍କ ଧନର ପ୍ରାଚୁର୍ଯ୍ୟରୁ କିଛି ଦାନ ଦେଇଛନ୍ତି, କିନ୍ତୁ ବିଧବାଟି ଦରିଦ୍ର ହେଲେ ସୁଦ୍ଧା ତାହାର ଚଳିବା ପାଇଁ ଯାହା ଥିଲା, ସବୁ ସେ ଦେଇ ଦେଇଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ଧନୀମାନେ ଦାନ ସଂଗ୍ରହ ବାକ୍ସରେ ନିଜ ନିଜର ବଳକା ଧନରୁ କିଛି କିଛି ପକାଇଲେ, କିନ୍ତୁ ଦରିଦ୍ର ବିଧବା ନିଜର ଅଭାବ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ଯାହା କିଛି ଥିଲା, ସେହିସବୁ ପକାଇଲା।” Viz kapitolaପବିତ୍ର ବାଇବଲ4 ଧନୀଲୋକମାନଙ୍କର ପ୍ରଚୁର ଅର୍ଥ ଅଛି। ସେମାନେ ସେମାନଙ୍କର ଦରକାର ନ ଥିବା ଅର୍ଥ ଦାନ କଲେ। ଏ ସ୍ତ୍ରୀଲୋକଟି ବହୁତ ଗରିବ। କିନ୍ତୁ ସେ ତା'ର ସର୍ବସ୍ୱ ଦାନ କରିଦେଲା। ସେହି ଅର୍ଥ ତା'ର ବଞ୍ଚିବା ପାଇଁ ଦରକାର ଥିଲା।” Viz kapitola |