ଲୂକ ଲିଖିତ ସୁସମାଚାର 21:7 - ଓଡିଆ ବାଇବେଲ7 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ତେବେ ଏସବୁ କେବେ ଘଟିବ ? ପୁଣି, ଯେଉଁ ସମୟରେ ଏହି ସବୁ ଘଟଣା ସନ୍ନିକଟ ହେବ, ସେ ସମୟର ଚିହ୍ନ କ'ଣ ? Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ତେବେ ଏସବୁ କେବେ ଘଟିବ? ପୁଣି, ଯେଉଁ ସମୟରେ ଏହିସବୁ ଘଟଣା ସନ୍ନିକଟ ହେବ, ସେସମୟର ଲକ୍ଷଣ କଅଣ? Viz kapitolaପବିତ୍ର ବାଇବଲ (CL) NT (BSI)7 ସେମାନେ ପଚାରିଲେ, “ଗୁରୁ, ଏହା କେବେ ଘଟିବ? ଆଉ ଏସବୁ ଘଟିବାର ଲକ୍ଷଣ କ’ଣ ହେବ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ତେବେ ଏସବୁ କେବେ ଘଟିବ? ପୁଣି, ଯେଉଁ ସମୟରେ ଏହିସବୁ ଘଟଣା ସନ୍ନିକଟ ହେବ, ସେ ସମୟର ଚିହ୍ନ କଅଣ? Viz kapitolaପବିତ୍ର ବାଇବଲ7 କେତେକ ଶିଷ୍ୟ ଯୀଶୁଙ୍କୁ ପଗ୍ଭରିଲେ, “ଗୁରୁ! ଏସବୁ ଘଟଣା କେବେ ଘଟିବ? କି ପ୍ରକାରର ଲକ୍ଷଣ ଦ୍ୱାରା ଜଣା ପଡ଼ିବ ଯେ ଏ ସବୁ ଘଟଣା ଘଟିବାର ସମୟ ଆସି ଗଲାଣି?” Viz kapitola |