ଲୂକ ଲିଖିତ ସୁସମାଚାର 22:11 - ଓଡିଆ ବାଇବେଲ11 'ଗୁରୁ ଆପଣଙ୍କୁ ପଚାରୁଅଛନ୍ତି, ମୁଁ ମୋହର ଶିଷ୍ୟମାନଙ୍କ ସହିତ ଯେଉଁଠାରେ ନିସ୍ତାର ପର୍ବର ଭୋଜ ପାଳନ କରିବି, ସେହି ଅତିଥିଶାଳା କାହିଁ"? Viz kapitolaପବିତ୍ର ବାଇବଲ (Re-edited) - (BSI)11 ଗୁରୁ ଆପଣଙ୍କୁ ପଚାରୁ ଅଛନ୍ତି, ମୁଁ ମୋହର ଶିଷ୍ୟମାନଙ୍କ ସହିତ ଯେଉଁଠାରେ ନିସ୍ତାର ପର୍ବର ଭୋଜ ପାଳନ କରିବି, ସେହି ଅତିଥିଶାଳା କାହିଁ? Viz kapitolaପବିତ୍ର ବାଇବଲ (CL) NT (BSI)11 ତୁମେ ତା’ ପଛରେ ସେହି ଘରର ମାଲିକକୁ କୁହ: ‘ଗୁରୁ ଆପଣଙ୍କ ପାଖକୁ ଏହି ଖବର ପଠାଇଛନ୍ତି, ମୁଁ ଓ ମୋର ଶିଷ୍ୟମାନେ କେଉଁ କୋଠରୀରେ ନିସ୍ତାର ପର୍ବ ପାଳନ କରିବୁ?’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ‘ଗୁରୁ ଆପଣଙ୍କୁ ପଚାରୁଅଛନ୍ତି, ମୁଁ ମୋହର ଶିଷ୍ୟମାନଙ୍କ ସହିତ ଯେଉଁଠାରେ ନିସ୍ତାର ପର୍ବର ଭୋଜ ପାଳନ କରିବି, ସେହି ଅତିଥିଶାଳା କାହିଁ?’ Viz kapitolaପବିତ୍ର ବାଇବଲ11 ତୁମ୍ଭେମାନେ ଘରମାଲିକଙ୍କୁ ପଗ୍ଭରିବ, ‘ଗୁରୁ ପଗ୍ଭରୁଛନ୍ତି ଯେ ସେ ଓ ତାହାଙ୍କର ଶିଷ୍ୟମାନେ ନିସ୍ତାରପର୍ବର ଖାଦ୍ୟ ଯେଉଁଠାରେ ଖାଇବେ, ତୁମ୍ଭେ ତାହା ଆମ୍ଭକୁ ଦେଖାଇ ଦିଅ।’ Viz kapitola |