Online Bible

- Reklamy -




ଲୂକ ଲିଖିତ ସୁସମାଚାର 22:13 - ଓଡିଆ ବାଇବେଲ

13 ଆଉ, ସେହି ଦୁଇ ଜଣ ଶିଷ୍ୟ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଆଉ, ସେମାନେ ଯାଇ, ସେ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

13 ସେମାନେ ଯାଇ ଯୀଶୁ ସେମାନଙ୍କୁ କହିବା ଅନୁସାରେ ସମସ୍ତ ବିଷୟ ଦେଖିଲେ ଓ ସେଠାରେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ, ସେହି ଦୁଇ ଜଣ ଶିଷ୍ୟ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ।

Viz kapitola kopírovat

ପବିତ୍ର ବାଇବଲ

13 ପିତର ଓ ଯୋହନ ବାହାରି ଗଲେ। ଯୀଶୁ ଯେଭଳି କହିଥିଲେ, ସବୁ ଘଟଣା ସେହିଭଳି ଘଟିଲା। ସେମାନେ ନିସ୍ତାରପର୍ବର ଖାଦ୍ୟ ପ୍ରସ୍ତୁତ କଲେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 22:13

Následuj nás:

Reklamy


Reklamy