ଲୂକ ଲିଖିତ ସୁସମାଚାର 22:15 - ଓଡିଆ ବାଇବେଲ15 ଆଉ ସେ ସେମାନଙ୍କୁ କହିଲେ, "ମୋହର ଦୁଃଖଭୋଗ ପୂର୍ବେ ମୁଁ ତୁମ୍ଭମାନଙ୍କ ସହିତ ଏହି ନିସ୍ତାରଭୋଜ ପାଳନ କରିବାକୁ ଏକାନ୍ତ ବାଞ୍ଛା କଲି । Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆଉ, ସେ ସେମାନଙ୍କୁ କହିଲେ, ମୋହର ଦୁଃଖଭୋଗ ପୂର୍ବେ ମୁଁ ତୁମ୍ଭମାନଙ୍କ ସହିତ ଏହି ନିସ୍ତାର ଭୋଜ ପାଳନ କରିବାକୁ ଏକା; ବାଞ୍ଛା କଲି; Viz kapitolaପବିତ୍ର ବାଇବଲ (CL) NT (BSI)15 ସେ ସେମାନଙ୍କୁ କହିଲେ, “ମୋର ଦୁଃଖ ଭୋଗ ପୂର୍ବରୁ ମୁଁ ତୁମ୍ଭମାନଙ୍କ ସହିତ ଏହି ନିସ୍ତାର ପର୍ବର ଭୋଜ ଖାଇବାକୁ ବହୁତ ଇଚ୍ଛା କରିଥିଲି! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ ସେ ସେମାନଙ୍କୁ କହିଲେ, “ମୋହର ଦୁଃଖଭୋଗ ପୂର୍ବେ ମୁଁ ତୁମ୍ଭମାନଙ୍କ ସହିତ ଏହି ନିସ୍ତାରଭୋଜ ପାଳନ କରିବାକୁ ଏକାନ୍ତ ବାଞ୍ଛା କଲି। Viz kapitolaପବିତ୍ର ବାଇବଲ15 ଯୀଶୁ ସେମାନଙ୍କୁ କହିଲେ, “ମୁଁ ମୋ’ ମୃତ୍ୟୁ ପୂର୍ବରୁ ତୁମ୍ଭମାନଙ୍କ ସହିତ ଏକାଠି ଏହି ନିସ୍ତାରପର୍ବର ଖାଦ୍ୟ ଖାଇବା ପାଇଁ ଏକାନ୍ତ ଇଚ୍ଛା କରିଥିଲିା Viz kapitola |